• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୪ତାରିଖ ଗୁରୁବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ଦଶମୀ ଦିବା ୦୪.୧୪ ଗତେ। ଏକାଦଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ନାସ୍ତି।

Cancer

କର୍କଟ

Thursday 04 Apr 2024

ପୁନର୍ବସୁ- ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି । ଦୀର୍ଘ ଦିନରୁ କଥାବାର୍ତ୍ତା କରୁ ନ ଥିବା ବନ୍ଧୁଟି ନିକଟକୁ ଆସିବେ । ମାନସିକ ଅସ୍ଥିରତା କାରଣରୁ କର୍ମ କ୍ଷେତ୍ରରେ ଅଶାନ୍ତି ଲାଗିପାରେ।

ପୁଷ୍ୟା- ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢ଼ା, ଯାତ୍ରା ପାଇଁ ଦିନଟି ଭଲ। ଅସମର୍ଥିତ ସୂତ୍ରରୁ ଭୁଲ୍ ଖବର ପାଇ ସାମୟିକ ବିବ୍ରତ ହେବେ।

ଅଶ୍ଳେଷା- ନୂତନ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ସମୟ ଅତିବାହିତ ହେବ । ସ୍ୱାସ୍ଥ୍ୟରେ ଉନ୍ନତି, ପରିବାର ସଦସ୍ୟଙ୍କ ଆଶାପୂରଣ ଓ ଯାତ୍ରାରେ ସଫଳତା ପାଇବ।

ପ୍ରତିକାର – କୈାଣସି ଅସହାୟ ବ୍ୟକ୍ତିଙ୍କୁ ସାହାଯ୍ୟ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :