• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୪ତାରିଖ ଗୁରୁବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ଦଶମୀ ଦିବା ୦୪.୧୪ ଗତେ। ଏକାଦଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ନାସ୍ତି।

Leo

ସିଂହ

Thursday 04 Apr 2024

ମଘା- ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦଢ କରିବେ । ନୂତନ ଲୁଗା ବ୍ୟବସାୟ ପାଇଁ ଯୋଜନା କରବେ । କର୍ମକ୍ଷେତ୍ରରେ ସବୁ କାର‌୍ୟ୍ୟକୁ ନିଜ ହାତକୁ ନେଇ ଶେଷ କରିବେ ।

ପୂ- ଫାଲ୍‌ଗୁନୀ-ପ୍ରେମ ସମ୍ପର୍କ ମଜବୁତ ରହିବ । ଅଫିସରେ ସହଯୋଗୀ ଆପଣଙ୍କ ବିଚାର ଦ୍ଵାରା ପ୍ରଭାବିତ ହେବେ । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଛାତ୍ରଛାତ୍ରୀମାନେ ଅଧିକ ସମୟ ଖେଳରେ କଟାଇବେ ।

ଉ- ଫାଲ୍‌ଗୁନୀ- କୋର୍ଟରେ ରାୟ ଆପଣଙ୍କ ସପୋର୍ଟରେ ଆସିପାରେ । ମହିଳାମାନେ ଆଭୂଷଣ ପ୍ରିୟ ହେବେ । ଚୟନ ଭୂମିକୁ କ୍ରୟ କରିବେ

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :