• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୪ତାରିଖ ଗୁରୁବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ଦଶମୀ ଦିବା ୦୪.୧୪ ଗତେ। ଏକାଦଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ନାସ୍ତି।

Virgo

କନ୍ୟା

Thursday 04 Apr 2024

ଉ- ଫାଲ୍‌ଗୁନୀ- ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । ବନ୍ଧୁ ମିଳନ, ଦୂରଯାତ୍ରା, ଶୁଭକାର‌୍ୟ୍ୟରେ ସହଯୋଗ କରିପାରନ୍ତି । କର୍ମକ୍ଷେତ୍ରରେ ବନ୍ଧୁତା ରହିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ପ୍ରତ୍ୟେକ କାମ କରାଇ ନେବେ।

ହସ୍ତା- କେତେକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ । ଖର୍ଚ୍ଚ ପରିମାଣ କ୍ରମଶଃ ବଢ଼ିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ । ଲେଖାପଢ଼ା କ୍ଷେତ୍ରରେ ଶୁଭଫଳ ପାଇବେ।

ଚିତ୍ରା- ଯାତ୍ରା ସମୟରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତ, ନଚେତ୍ ହଜିଯିବା ସମ୍ଭାବନା ରହିଛି । ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି। ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ହୋଇଯି।

ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :