• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୪ତାରିଖ ଗୁରୁବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ଦଶମୀ ଦିବା ୦୪.୧୪ ଗତେ। ଏକାଦଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ନାସ୍ତି।

Libra

ତୁଳା

Thursday 04 Apr 2024

ଚିତ୍ରା- ମାନସିକ ଅସ୍ଥିରତା କାରଣରୁ ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିପାରିବେ । ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

ସ୍ୱାତୀ- ବିଦେଶ ଯାତ୍ରା କରି ପାରନ୍ତି । ମହିଳାମାନେ ସୁଖସମୃଦ୍ଧି ପ୍ରାପ୍ତ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ।

ବିଶାଖା- ଛାତ୍ରଛାତ୍ରୀ ଗୁରୁଜନଙ୍କଠାରୁ ଭଲ ପରାମର୍ଶ ପାଇବେ । ରାଜନୀତିରେ ବିଶିଷ୍ଟ ବ୍ୟକ୍ତି ବା ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି ।

ପ୍ରତିକାର – ଧଳା ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :