• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୪ତାରିଖ ଗୁରୁବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ଦଶମୀ ଦିବା ୦୪.୧୪ ଗତେ। ଏକାଦଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ନାସ୍ତି।

Scorpio

ବିଛା

Thursday 04 Apr 2024

ବିଶାଖା- ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ । ବେପାର, ବାଣିଜ୍ୟ ତଥା ଆଇନ ଅଦାଲତରୁ ସୁଫଳ ପାଇବେ । ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡ଼ିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ।

ଅନୁରାଧା- ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ଉଦ୍ରେକ ହୋଇପାରେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ। ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର‌୍ୟ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବ।

ଜ୍ୟୋଷ୍ଠା- ପୁରୁଣା ଘର ମରାମତି କରିବା ପାଇଁ ମନସ୍ଥ କରିବେ । ରାଜନୀତି ଓ ସାଙ୍ଗଠନିକ କ୍ଷେତ୍ରରେ ତଥା ନିଜ ପରିସରରେ ପ୍ରତିଷ୍ଠିତ ହେବେ । ମହିଳାମାନେ ପିଲାମାନଙ୍କ ସହ ଖୁସିରେ ସମୟ କଟାଇବେ।

ପ୍ରତିକାର – ସିନ୍ଦୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :