• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୪ତାରିଖ ଗୁରୁବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ଦଶମୀ ଦିବା ୦୪.୧୪ ଗତେ। ଏକାଦଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ନାସ୍ତି।

Sagittarius

ଧନୁ

Thursday 04 Apr 2024

ମୂଳା – ମାନସିକ ଶାନ୍ତି ପାଇବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ତ୍ୱେ ପ୍ରତିକ୍ରିୟା ପ୍ରକାଶ କରନ୍ତୁ ନାହିଁ ।

ପୂ , ଷାଢା – ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ଶିକ୍ଷା କ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ । ରାଜନୀତିରେ ଥିବା ବ୍ୟକ୍ତିମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ ।

ଉ , ଷାଢା – ଛୋଟ ଛୋଟ ସମସ୍ୟାର ଅଣଦେଖା ନକଲେ ଭଲ ହେବ । ମହିଳାମାନେ ଚାକିରିର ସୁଯୋଗ ପାଇବେ । ମାଲିମକନ୍ଦମାର ଶୁଣାଣି ଡେରି ହୋଇପାରେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ ।

ପ୍ରତିକାର – ସିନ୍ଦୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :