Daily Horoscope 4th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

ପାରିବାରିକ ଶାନ୍ତି ଓ ସ୍ଥିରତା ଅବ୍ୟାହିତ ରହିବ। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ। ବନ୍ଧୁମାନେ ଠିକ୍ ଖବର ଦେବାରେ ହେଳା କରିପାରନ୍ତି।

Aries

ମେଷ

Friday 04 Apr 2025

ଅଶ୍ୱନୀ- ପାରିବାରିକ ଶାନ୍ତି ଓ ସ୍ଥିରତା ଅବ୍ୟାହିତ ରହିବ। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ। ବନ୍ଧୁମାନେ ଠିକ୍ ଖବର ଦେବାରେ ହେଳା କରିପାରନ୍ତି।  ଦ୍ୱିଜା- ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ। ସଂଘର୍ଷ କରି ବିଜୟ ଲାଭ ପାଇବେ। କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ। କୃତିକା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ। ମନରେ ସାହସ ବାନ୍ଧି କୌଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ। ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

ପାରିବାରିକ ଶାନ୍ତି ଓ ସ୍ଥିରତା ଅବ୍ୟାହିତ ରହିବ। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ। ବନ୍ଧୁମାନେ ଠିକ୍ ଖବର ଦେବାରେ ହେଳା କରିପାରନ୍ତି।