• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th August 2023: ଯାତ୍ରାରେ ପ୍ରତିବନ୍ଧକ ଦେଖାଦେଇପାରେ, ବ୍ୟବସାୟରେ ଲାଭ ହୋଇପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୪ ତାରିଖ ଶୁକ୍ରବାର,  ଚନ୍ଦ୍ର – କୁମ୍ଭ ଅହୋରାତ୍ର ତିଥି -  ୩ୟା ଦିବା ୧୨.୪୫ ଗତେ ୪ର୍ଥୀ ଘାତ ଚନ୍ଦ୍ର –ମିଥୁନ  ଓ ମୀନ ରାତ୍ରି ୧୧.୧୮ ଗତେ ଧନୁ ଘାତ ବାର – ବିଛା  ଧନୁ ଓ ମୀନ ପୁଷ୍କର ଦୋଷ – ପ୍ରାତଃ ୦୭.୦୮ ଗତେ ୧ ପାଦ କୁଟୁମ୍ବହାନି- ତିଳକାଞନ ଦାନ ନିଶାନ୍ତ ୦୪.୪୪ ପର୍ଯ୍ୟନ୍ତ

Gemini

ମିଥୁନ

Friday 04 Aug 2023

ମୃଗଶିରା- ଆଜିର ଯାତ୍ରାରେ ପ୍ରତିବନ୍ଧକ ଦେଖାଦେଇପାରେ। ଭାଇଙ୍କ ସମସ୍ୟାର ସମାଧାନ ପାଇଁ ଚିନ୍ତାଜନକ ସ୍ଥିତି ଉପୁଜିବ। ବ୍ୟବସାୟ କ୍ଷେତ୍ରରେ ଲାଭ କିଛି କମ୍ ନହେଲେ ମଧ୍ୟ ବନ୍ଧୁଙ୍କ ସହ ସମ୍ପର୍କ ହାନି ହୋଇପାରେ।    
ଆଦ୍ରା- ଅଂଶୀଦାର ବ୍ୟବସାୟୀଙ୍କ ସହ ମତମନାନ୍ତର ଦେଖା ଦେଇପାରେ । ପରିବାରର ଆବଶ୍ୟକତା ଉପଲବ୍ଧି କରି ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ବହୁଦିନରୁ ଚିନ୍ତାକରିପାରି ନ ଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ।    
ପୁନର୍ବସୁ- ଯେଉଁ କାମରେ ଯାତ୍ରା କରୁଛନ୍ତି ସେଥିରେ ଅସୁବିଧା ହେବ ନାହିଁ। ବନ୍ଧୁଙ୍କ ମନୋଭାବ ବଦଳିଯିବା କାରଣରୁ ପରିସ୍ଥିତି ମଧ୍ୟ ବଦଳି ଯାଇପାରେ। ଅଭାବ ନ ଥିଲେ ମଧ୍ୟ କେତେକ ଘଟଣା ମନକୁ ଅଶାନ୍ତ ରଖିପାରେ
 

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :