• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th August 2023: ଯାତ୍ରାରେ ପ୍ରତିବନ୍ଧକ ଦେଖାଦେଇପାରେ, ବ୍ୟବସାୟରେ ଲାଭ ହୋଇପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୪ ତାରିଖ ଶୁକ୍ରବାର,  ଚନ୍ଦ୍ର – କୁମ୍ଭ ଅହୋରାତ୍ର ତିଥି -  ୩ୟା ଦିବା ୧୨.୪୫ ଗତେ ୪ର୍ଥୀ ଘାତ ଚନ୍ଦ୍ର –ମିଥୁନ  ଓ ମୀନ ରାତ୍ରି ୧୧.୧୮ ଗତେ ଧନୁ ଘାତ ବାର – ବିଛା  ଧନୁ ଓ ମୀନ ପୁଷ୍କର ଦୋଷ – ପ୍ରାତଃ ୦୭.୦୮ ଗତେ ୧ ପାଦ କୁଟୁମ୍ବହାନି- ତିଳକାଞନ ଦାନ ନିଶାନ୍ତ ୦୪.୪୪ ପର୍ଯ୍ୟନ୍ତ

Libra

ତୁଳା

Friday 04 Aug 2023

ଚିତ୍ରା- ପରିବାରରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ ଅଯଥା ବିଭିନ୍ନ କଥାରେ ମନ ବିଚଳିତ ରହିପାରେ। ବ୍ୟବସାୟ ବୃଦ୍ଧି ପାଇବା ସାଙ୍ଗକୁ ଆର୍ଥିକ ସ୍ୱଚ୍ଛଳତା ଫେରିପାଇବେ। ସ୍ୱାସ୍ଥ୍ୟ ପ୍ରତି ଅବହେଳା କରି ଅନୁତାପ କରିବାକୁ ପଡ଼ିପାରେ।
ସ୍ୱାତୀ- ସଂଗଠନ, ସଙ୍ଗୀତ ସମାରୋହ, କାର‌୍ୟ୍ୟକ୍ରମ କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁଙ୍କୁ କୌଣସି ଘରୋଇ ଅସୁବିଧା ଜଣାଇ ସାହାଯ୍ୟ ଭିକ୍ଷା କରିବେ । ବିଳମ୍ବରେ କାମ ସମ୍ପନ୍ନ ହେବାରୁ କେତେକ ଅସୁବିଧାର ସମ୍ମୁଖୀନ ହେବେ।
ବିଶାଖା- ସାମାଜିକ ସ୍ତରରେ ଦୀର୍ଘ ଦିନର ଅଭିଳାଷ ପୂରଣ ପାଇଁ କୈାଣସି ନୂତନ ଯୋଜନା କରିପାରନ୍ତି। ଭଲକଥା କହିଲେ ମଧ୍ୟ ଅନ୍ୟମାନେ ତାହାକୁ ଭୁଲ ବୁଝିବେ। ଅବହେଳା ଓ ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି।

ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :