• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th August 2023: ଯାତ୍ରାରେ ପ୍ରତିବନ୍ଧକ ଦେଖାଦେଇପାରେ, ବ୍ୟବସାୟରେ ଲାଭ ହୋଇପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୪ ତାରିଖ ଶୁକ୍ରବାର,  ଚନ୍ଦ୍ର – କୁମ୍ଭ ଅହୋରାତ୍ର ତିଥି -  ୩ୟା ଦିବା ୧୨.୪୫ ଗତେ ୪ର୍ଥୀ ଘାତ ଚନ୍ଦ୍ର –ମିଥୁନ  ଓ ମୀନ ରାତ୍ରି ୧୧.୧୮ ଗତେ ଧନୁ ଘାତ ବାର – ବିଛା  ଧନୁ ଓ ମୀନ ପୁଷ୍କର ଦୋଷ – ପ୍ରାତଃ ୦୭.୦୮ ଗତେ ୧ ପାଦ କୁଟୁମ୍ବହାନି- ତିଳକାଞନ ଦାନ ନିଶାନ୍ତ ୦୪.୪୪ ପର୍ଯ୍ୟନ୍ତ

Sagittarius

ଧନୁ

Friday 04 Aug 2023

ମୂଳା- ଆଜି ଠିକ୍ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱର ସମ୍ମୁଖୀନ ହେବେ। ପ୍ରଶାସନ, ପ୍ରକାଶନ ତଥା ପରିବହନ କ୍ଷେତ୍ରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରିପାରନ୍ତି । ଆର୍ଥିକ ସ୍ଥିତି ପୂର୍ବପରି ରହିବା ହେତୁ ସାମୟିକ ବ୍ୟସ୍ତତା ପ୍ରକାଶ କରିପାରନ୍ତି।
ପୂ, ଷାଢା- ପୂର୍ବ ଶତ୍ରୁତାରୁ ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ସାମାଜିକ ସ୍ତରରେ ସମ୍ମାନ ଲାଭ ଓ ପଦମର୍ଯାଦା ବୃଦ୍ଧି ପାଇବ। ଚେଷ୍ଟା କରୁଥିବା କାମଟି ସଫଳ ହେବାରେ ସହକର୍ମୀ ସାହାଯ୍ୟ କରିବେ। 
ଉ,  ଷାଢା- ପ୍ରଶାସନିକ କ୍ଷେତ୍ରରେ ହଠାତ୍ କାୈଣସି ଘଟଣା ମନକୁ ବିବ୍ରତ କରିପାରେ। ନିଜର ଅନ୍ତରଙ୍ଗ ବନ୍ଧୁଙ୍କ ବ୍ୟବହାରରେ ପରିବର୍ତ୍ତନ ଅନୁଭବ କରି ଦୁଃଖ ପ୍ରକାଶ କରିପାରନ୍ତି।

ପ୍ରତିକାର – ହନୁମାନଙ୍କ ପାଖରେ ଭୋଗ ଲଗାନ୍ତୁ 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :