• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ପିଡ଼ା ଭୋଗ କରି ପାରନ୍ତି...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ରବିବାର । ଚନ୍ଦ୍ର- କର୍କଟ ଅହୋରାତ୍ର ।ତିଥି- ଅମାବାସ୍ୟା ଦିବା ୦୪.୪୨। ଗତେ ପ୍ରତିପଦ । ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Taurus

ବୃଷ

Sunday 04 Aug 2024

ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ । ମହିଳାମାନେ ଦାୟିତ୍ୱବାନ୍ ରହିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି । ଶତ୍ରୁମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ଛାତ୍ରଛାତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ ।

ପ୍ରତିକାର – ଶ୍ୱେତଚନ୍ଦନ କର୍ପୂରମିଶେଇ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :