• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ପିଡ଼ା ଭୋଗ କରି ପାରନ୍ତି...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ରବିବାର । ଚନ୍ଦ୍ର- କର୍କଟ ଅହୋରାତ୍ର ।ତିଥି- ଅମାବାସ୍ୟା ଦିବା ୦୪.୪୨। ଗତେ ପ୍ରତିପଦ । ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Aquarius

କୁମ୍ଭ

Sunday 04 Aug 2024

ଦୀର୍ଘ ଦିନରୁ ଅଟକିଥିବା କାମ ସଂମ୍ପୂର୍ଣ୍ଣ ହେବ । ଆୟ ଅନୁଯାୟୀ ନିଜ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ । ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିପାରିବେ । ସାମାଜିକ ସ୍ତରରେ ଖ୍ୟାତି ହେବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବାଯୋଗେ ଦୃଢ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢିବାର ଯୋଜନା ସଫଳ ହେବ ।

ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :