• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ପିଡ଼ା ଭୋଗ କରି ପାରନ୍ତି...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ରବିବାର । ଚନ୍ଦ୍ର- କର୍କଟ ଅହୋରାତ୍ର ।ତିଥି- ଅମାବାସ୍ୟା ଦିବା ୦୪.୪୨। ଗତେ ପ୍ରତିପଦ । ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Pisces

ମୀନ

Sunday 04 Aug 2024

ପରିବାରର ସମସ୍ତ ବ୍ୟକ୍ତି ମନ୍ଦିର ଭ୍ରମଣ ପାଇଁ ଯିବେ । ବ୍ୟବସାୟରେ ଅତ୍ୟଧିକ ଲାଭବାନ୍ ହେବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ବିଭିନ୍ନ ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ।

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :