• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ପିଡ଼ା ଭୋଗ କରି ପାରନ୍ତି...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ରବିବାର । ଚନ୍ଦ୍ର- କର୍କଟ ଅହୋରାତ୍ର ।ତିଥି- ଅମାବାସ୍ୟା ଦିବା ୦୪.୪୨। ଗତେ ପ୍ରତିପଦ । ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Leo

ସିଂହ

Sunday 04 Aug 2024

ପରିବାରର ଇଚ୍ଛା ପୂରା କରିବା ପାଇଁ ଚେଷ୍ଟା କରିବେ । ନୂଆ ଲୋକଙ୍କ ସହିତ ଭାଗୀଦାରି କରିବାର ମଉକା ପାଇବେ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇନେବା ପାଇଁ ଚେଷ୍ଟା କରିପାରନ୍ତି । ରାଜନୀତିରେ ସାମାଜିକ ପରିସର ବୃଦ୍ଧି ହେବ ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :