• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ପିଡ଼ା ଭୋଗ କରି ପାରନ୍ତି...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ରବିବାର । ଚନ୍ଦ୍ର- କର୍କଟ ଅହୋରାତ୍ର ।ତିଥି- ଅମାବାସ୍ୟା ଦିବା ୦୪.୪୨। ଗତେ ପ୍ରତିପଦ । ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Virgo

କନ୍ୟା

Sunday 04 Aug 2024

ପରିବାର ଭିତରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ଛାତ୍ରଛାତ୍ରୀମାନେ ପଢାରେ ମନଦେବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା ରହିଛି। ଆଜି ଦିନଟି ବନ୍ଧୁମେଳରେ କଟିବ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :