• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ପିଡ଼ା ଭୋଗ କରି ପାରନ୍ତି...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ରବିବାର । ଚନ୍ଦ୍ର- କର୍କଟ ଅହୋରାତ୍ର ।ତିଥି- ଅମାବାସ୍ୟା ଦିବା ୦୪.୪୨। ଗତେ ପ୍ରତିପଦ । ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Libra

ତୁଳା

Sunday 04 Aug 2024

ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଢିବ । ବନ୍ଧୁ ଓ ପରିବାର ଲୋକଙ୍କ ସହ ହସ ଖୁସିରେ ସମୟ ବିତାଇବେ ।ଆପଣଙ୍କର ବିଚାର ସକରାତ୍ମକ ରହିବ । ରାଜନେତାଙ୍କ ଲାଗି ଭଲ ଦିନଟିଏ । ନୂତନ ପ୍ରକଳ୍ପ ପାଇଁ ଯୋଜନା କରିପାରିବେ ।

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :