• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ପିଡ଼ା ଭୋଗ କରି ପାରନ୍ତି...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ରବିବାର । ଚନ୍ଦ୍ର- କର୍କଟ ଅହୋରାତ୍ର ।ତିଥି- ଅମାବାସ୍ୟା ଦିବା ୦୪.୪୨। ଗତେ ପ୍ରତିପଦ । ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Scorpio

ବିଛା

Sunday 04 Aug 2024

ବନ୍ଧୁମାନେ ପ୍ରତ୍ୟେକ କ୍ଷେତ୍ରରେ ସହଯୋଗର ହାତ ବଢ଼ାଇପାରନ୍ତି । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ନଚେତ୍ ଅସୁବିଧାର ସମ୍ମୁଖୀନ ହେବେ । କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିବେ । ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେବାର ସମ୍ଭାବନା ଅଛି ।

ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :