• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ପିଡ଼ା ଭୋଗ କରି ପାରନ୍ତି...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ରବିବାର । ଚନ୍ଦ୍ର- କର୍କଟ ଅହୋରାତ୍ର ।ତିଥି- ଅମାବାସ୍ୟା ଦିବା ୦୪.୪୨। ଗତେ ପ୍ରତିପଦ । ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Sagittarius

ଧନୁ

Sunday 04 Aug 2024

କୌଣସି ନୂତନ ବନ୍ଧୁ ବ୍ୟକ୍ତି ସହିତ ଭେଟ ହେବେ । ଅସହାୟତା କାରଣରୁ ନିଜ ବୈବାହିକ ଜୀବନରେ ଛନ୍ଦି ହେବେ । ଆଜି ଦିନଟି ଆପଣଙ୍କ ଜୀବନରେ ନୂଆ ଖୁସି ନେଇ ଆସିବ । ନବ ବିବାହିତା କୌଣସି ଧର୍ମାନୁଷ୍ଠାନ ଯିବେ । ପିଲାମାନଙ୍କ ଆଚରଣରେ ଅତିଷ୍ଟ ହେବାର ସମ୍ଭାବନା ଅଛି ।

ପ୍ରତିକାର – ଶ୍ରୀ ରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :