• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ପିଡ଼ା ଭୋଗ କରି ପାରନ୍ତି...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ରବିବାର । ଚନ୍ଦ୍ର- କର୍କଟ ଅହୋରାତ୍ର ।ତିଥି- ଅମାବାସ୍ୟା ଦିବା ୦୪.୪୨। ଗତେ ପ୍ରତିପଦ । ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Capricorn

ମକର

Sunday 04 Aug 2024

ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । ପରିବାରରେ ଗୁରୁଜନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । କାର‌୍ୟ୍ୟ କ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ । ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାର ଭିତରେ ଯୁକ୍ତିତର୍କ ହୋଇପାରେ । ରାଜନୀତି, ସଭାସମିତି, ପ୍ରଶାସନ କ୍ଷେତ୍ରରେ ଲୋକମାନଙ୍କ ସହ ଭଲ ସମ୍ପର୍କ ଗଢିବା ପାଇଁ ଚେଷ୍ଟା କରିବେ ।

ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :