• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Dec 2022: ଆଜି ଏହିସବୁ ରାଶିର ବ୍ୟକ୍ତି ସତର୍କ ରୁହନ୍ତୁ

ସୌର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ, ରବିବାର। ଚନ୍ଦ୍ର  –  ମୀନ ପ୍ରାତଃ ୦୬/୧୬ ଗତେ ମେଷ ତିଥି- ୧୨ଶୀ ନିଶାନ୍ତ ୦୫/୫୮ ଗତେ ୧୩ଶୀ ଘାତ ଚନ୍ଦ୍ର- ଧନୁ ପ୍ରାତଃ ୦୬/୧୬ ଗତେ ମେଷ ଘାତ ବାର – ମେଷ ପୁଷ୍କର ଦୋଷ – ୨ ପାଦ - କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ନିଶାନ୍ତ ୦୫/୫୮ ଗତେ ୧ ପାଦ- କୃଷିହାନି- ଭୂମିଦାନ।

Aquarius

କୁମ୍ଭ

Sunday 04 Dec 2022

ଧନିଷ୍ଠା – ସ୍ୱାସ୍ଥ୍ୟ ଭଲ ରହିବ । ଅଭାବ ହେତୁ ପରିବାରରେ କଳହ ଦେଖାଦେବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ ।
ଶତଭିଷା – ନୂଆ କାମ ହାସଲ କରିବେ । ରାଜନୀତିରେ ସମସ୍ୟା ଦେଖାଦେବ । ବିଦ୍ୟାର୍ଥୀମାନେ ପଢାରେ ଚିନ୍ତିତ ରହିବେ ।
ପୂ , ଭାଦ୍ରପଦ  – ଚାକିରିରେ ସହକର୍ମୀ ମାନେ ଅସହଯୋଗ କରିବେ । ରାଜନୀତିରେ ଦଳୀୟ ନେତାଙ୍କ ଠାରୁ ସାବଧାନ୍ ରୁହନ୍ତୁ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :