• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Dec 2022: ଆଜି ଏହିସବୁ ରାଶିର ବ୍ୟକ୍ତି ସତର୍କ ରୁହନ୍ତୁ

ସୌର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ, ରବିବାର। ଚନ୍ଦ୍ର  –  ମୀନ ପ୍ରାତଃ ୦୬/୧୬ ଗତେ ମେଷ ତିଥି- ୧୨ଶୀ ନିଶାନ୍ତ ୦୫/୫୮ ଗତେ ୧୩ଶୀ ଘାତ ଚନ୍ଦ୍ର- ଧନୁ ପ୍ରାତଃ ୦୬/୧୬ ଗତେ ମେଷ ଘାତ ବାର – ମେଷ ପୁଷ୍କର ଦୋଷ – ୨ ପାଦ - କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ନିଶାନ୍ତ ୦୫/୫୮ ଗତେ ୧ ପାଦ- କୃଷିହାନି- ଭୂମିଦାନ।

Cancer

କର୍କଟ

Sunday 04 Dec 2022

ପୁନର୍ବସୁ -  ସ୍ୱାସ୍ଥ୍ୟରେ ସୁଧାର ଏବଂ କାର୍ଯ୍ୟରେ ସଫଳତା ମିଳିପାରେ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । କର୍ମକ୍ଷେତ୍ରରେ ବିଳମ୍ବ ଯୋଗ ରହିଛି।
ପୁଷ୍ୟା –  ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ । ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହାତକୁ ନେଇ ଚିନ୍ତାଗ୍ରସ୍ତ ରହିବେ
ଅଶ୍ଳେଷା - ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାଇପାରନ୍ତି ।  କୋର୍ଟ ମାମଲାରେ ଫସି ଅଯଥା ଖର୍ଚ୍ଚ କରିବେ ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :