• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Dec 2022: ଆଜି ଏହିସବୁ ରାଶିର ବ୍ୟକ୍ତି ସତର୍କ ରୁହନ୍ତୁ

ସୌର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ, ରବିବାର। ଚନ୍ଦ୍ର  –  ମୀନ ପ୍ରାତଃ ୦୬/୧୬ ଗତେ ମେଷ ତିଥି- ୧୨ଶୀ ନିଶାନ୍ତ ୦୫/୫୮ ଗତେ ୧୩ଶୀ ଘାତ ଚନ୍ଦ୍ର- ଧନୁ ପ୍ରାତଃ ୦୬/୧୬ ଗତେ ମେଷ ଘାତ ବାର – ମେଷ ପୁଷ୍କର ଦୋଷ – ୨ ପାଦ - କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ନିଶାନ୍ତ ୦୫/୫୮ ଗତେ ୧ ପାଦ- କୃଷିହାନି- ଭୂମିଦାନ।

Virgo

କନ୍ୟା

Sunday 04 Dec 2022

ଉ , ଫାଲଗୁନୀ – ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ । ଘର ଲୋକଙ୍କ ସାହାଯ୍ୟରେ ଅଧୁରା କାମ ପୂରା କରିବେ । ଆର୍ଥିକ ମାମଲାରେ ଆପଣଙ୍କୁ ଲାଭ ହେବ
ହସ୍ତା – ଆପଣଙ୍କୁ ରଚନାତ୍ମକ କାମରୁ ପ୍ରଶଂସା ମିଳିବ । ପ୍ରସାଧନ ଦୋକାନୀଙ୍କୁ ଯଥେଷ୍ଟ ଲାଭ ମିଳିବ
ଚିତ୍ରା – କର୍ମ କରିବା ଶୈଳୀରେ ପରିବର୍ତ୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ । ଓକିଲଙ୍କ ଲାଗି ଦିନଟି ଫଳପ୍ରଦ ହେବ ।  

ପ୍ରତିକାର -   ବୁଧଙ୍କର ମନ୍ତ୍ର ପାଠ କରନ୍ତୁ  

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :