• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Dec 2022: ଆଜି ଏହିସବୁ ରାଶିର ବ୍ୟକ୍ତି ସତର୍କ ରୁହନ୍ତୁ

ସୌର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ, ରବିବାର। ଚନ୍ଦ୍ର  –  ମୀନ ପ୍ରାତଃ ୦୬/୧୬ ଗତେ ମେଷ ତିଥି- ୧୨ଶୀ ନିଶାନ୍ତ ୦୫/୫୮ ଗତେ ୧୩ଶୀ ଘାତ ଚନ୍ଦ୍ର- ଧନୁ ପ୍ରାତଃ ୦୬/୧୬ ଗତେ ମେଷ ଘାତ ବାର – ମେଷ ପୁଷ୍କର ଦୋଷ – ୨ ପାଦ - କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ନିଶାନ୍ତ ୦୫/୫୮ ଗତେ ୧ ପାଦ- କୃଷିହାନି- ଭୂମିଦାନ।

Libra

ତୁଳା

Sunday 04 Dec 2022

ଚିତ୍ରା – ଆତ୍ମୀୟଙ୍କ ସହଯୋଗରେ ସନ୍ତାନଙ୍କ ବିବାହ କାର୍ଯ୍ୟ ସଂପୂର୍ଣ୍ଣ ହେବ। ଚାକିରିରେ ପ୍ରାଧାନ୍ୟ ମିଳିବ ଓ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟରେ ସୁଧାର ଆସିବ ।
ସ୍ୱାତୀ – ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ । ବ୍ୟବସାୟରେ ବୁଝି ବିଚାରି ଭାଗିଦାରୀ କରନ୍ତୁ । ବିଦ୍ୟାର୍ଥୀ ପଢାରେ ତ୍ରୁଟି କରିପାରନ୍ତି
ବିଶାଖା – ନୂଆ ପୋଷାକ ଭୂଷଣ କରିବେ । ଜମିବାଡି ପୂର୍ବ ସମସ୍ୟା  ପୁଣି ଦେଖା ଦେଇପାରେ ।

ପ୍ରତିକାର – କମଳାଙ୍କର ମୂଳ  ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :