• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Dec 2022: ଆଜି ଏହିସବୁ ରାଶିର ବ୍ୟକ୍ତି ସତର୍କ ରୁହନ୍ତୁ

ସୌର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ, ରବିବାର। ଚନ୍ଦ୍ର  –  ମୀନ ପ୍ରାତଃ ୦୬/୧୬ ଗତେ ମେଷ ତିଥି- ୧୨ଶୀ ନିଶାନ୍ତ ୦୫/୫୮ ଗତେ ୧୩ଶୀ ଘାତ ଚନ୍ଦ୍ର- ଧନୁ ପ୍ରାତଃ ୦୬/୧୬ ଗତେ ମେଷ ଘାତ ବାର – ମେଷ ପୁଷ୍କର ଦୋଷ – ୨ ପାଦ - କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ନିଶାନ୍ତ ୦୫/୫୮ ଗତେ ୧ ପାଦ- କୃଷିହାନି- ଭୂମିଦାନ।

Scorpio

ବିଛା

Sunday 04 Dec 2022

ବିଶାଖା – ପେଟ ବ୍ୟଥାରୁ ମୁକ୍ତି ମିଳିବ । କର୍ମକ୍ଷେତ୍ରରେ ଅବହେଳା କରି ବିଫଳ ପାଇବେ । ନୂଆ ସଂପର୍କ ଯୋଡିବା ପାଇଁ ଚେଷ୍ଟା କରିବେ । 
ଅନୁରାଧା – ରାଜନୀତିରେ ନୂଆ କରି ଯୋଗ ଦେବେ । ବ୍ୟବସାୟରେ ଉନ୍ନତିର ମାର୍ଗ ଖୋଲିବ । ବିଦ୍ୟାର୍ଥୀମାନେ ଭଲ ନମ୍ବର ଆଣିବେ ।
ଜ୍ୟେଷ୍ଠା  – ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ଜମି କାଗଜ ଦାୟିତ୍ୱରେ  ରଖନ୍ତୁ ।

ପ୍ରତିକାର – ମା’ ବଗମାମୁଖୀଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :