• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Dec 2022: ଆଜି ଏହିସବୁ ରାଶିର ବ୍ୟକ୍ତି ସତର୍କ ରୁହନ୍ତୁ

ସୌର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ, ରବିବାର। ଚନ୍ଦ୍ର  –  ମୀନ ପ୍ରାତଃ ୦୬/୧୬ ଗତେ ମେଷ ତିଥି- ୧୨ଶୀ ନିଶାନ୍ତ ୦୫/୫୮ ଗତେ ୧୩ଶୀ ଘାତ ଚନ୍ଦ୍ର- ଧନୁ ପ୍ରାତଃ ୦୬/୧୬ ଗତେ ମେଷ ଘାତ ବାର – ମେଷ ପୁଷ୍କର ଦୋଷ – ୨ ପାଦ - କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ନିଶାନ୍ତ ୦୫/୫୮ ଗତେ ୧ ପାଦ- କୃଷିହାନି- ଭୂମିଦାନ।

Sagittarius

ଧନୁ

Sunday 04 Dec 2022

ମୂଳା – ସମ୍ପର୍କରେ ଉନ୍ନତି ଆସିବ । ବ୍ୟବସାୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ସ୍ୱାସ୍ଥ୍ୟ ପ୍ରତି ସଚେତନ ରୁହନ୍ତୁ
ପୂ , ଷାଢା – ରାଜନୀତିରେ ଲୋକ ସପଂର୍କ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ । ଛାତ୍ରଛାତ୍ରୀଙ୍କୁ ପାଠପଢାରେ ପ୍ରଶଂସା ମିଳିପାରେ।
ଉ , ଷାଢା – ଏକୁଟିଆ ହୋଇ ଲଢିବାର କ୍ଷମତା ବିକଶିତ ହେବ । ନୂତନ ଗୃହ ନିର୍ମାଣ କିମ୍ବା ଜମି କ୍ରୟ କରି ପାରନ୍ତି ।

ପ୍ରତିକାର – ମା’ ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :