• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Dec 2023: ପ୍ରେମିକ, ପ୍ରେମିକା ମାନଙ୍କ ପାଇଁ ସୁଖକର, ବିଦ୍ୟା କ୍ଷେତ୍ରରେ ପ୍ରଶଂସା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର, ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ, ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର

Aries

ମେଷ

Monday 04 Dec 2023

ଅଶ୍ୱନୀ- ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନ ସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ

ଦ୍ୱିଜା- ବ୍ୟବସାୟୀ ମାନେ ବିନା ପରିଶ୍ରମରେ ଅଧିକ ଲାଭବାନ୍ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ । ସାମାଜିକ ଭାବମୂର୍ତି ସୁରକ୍ଷା ହେବ । ଚାକିରି କ୍ଷେତ୍ରରେ ପଦୋନ୍ନତି ହୋଇପାରେ ।

କୃତିକା- ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ମହିଳା ମାନେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ବାକି ପଡିଥିବା ପାଉଣା ଫେରି ପାଇବେ

ପ୍ରତିକାର - କୌଣସି ଛୋଟା ଲୋକଙ୍କୁ କିଛି ସାହାର୍ଯ୍ୟ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :