• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Dec 2023: ପ୍ରେମିକ, ପ୍ରେମିକା ମାନଙ୍କ ପାଇଁ ସୁଖକର, ବିଦ୍ୟା କ୍ଷେତ୍ରରେ ପ୍ରଶଂସା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର, ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ, ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର

Pisces

ମୀନ

Monday 04 Dec 2023

ପୂ,ଭାଦ୍ରପଦ- ଜୀବନ ଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ । ପରିବାରରେ ହସଖୁସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ

ଉ,ଭାଦ୍ରପଦ- ପ୍ରେମିକ, ପ୍ରେମିକା ମାନଙ୍କ ପାଇଁ ସୁଖକର ହେବ । ଅଫିସ୍ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି । ବିଦ୍ୟା କ୍ଷେତ୍ରରେ ପ୍ରଂଶସା ପାଇବେ ।

ରେବତୀ- ଗୁପ୍ତ ଶତୃ ପରାଜିତ ହୋଇପାରନ୍ତି । ଜାଗା, ଜମି ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ମହିଳା ମାନେ ସହନଶୀଳତା ଦେଖାଇବେ ।

ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମା ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :