• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Dec 2023: ପ୍ରେମିକ, ପ୍ରେମିକା ମାନଙ୍କ ପାଇଁ ସୁଖକର, ବିଦ୍ୟା କ୍ଷେତ୍ରରେ ପ୍ରଶଂସା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର, ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ, ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର

Gemini

ମିଥୁନ

Monday 04 Dec 2023

ମୃଗଶିରା- ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । କର୍ମ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିମାଣ ମିଳିବ ।

ଆଦ୍ରା- ଖେଳାଳି ଓ ଚିତ୍ରତାରକା ମାନେ ଉତମ ପ୍ରଦର୍ଶନ କରିବେ । ବ୍ୟବସାୟରେ ନୂଆ କିଛି କରିବାକୁ ଆଗ୍ରହୀ ଥିଲେ ମଧ୍ୟ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଚାକିରିଆ ବ୍ୟକ୍ତି ମାନେ ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ

ପୁନର୍ବସୁ- ଜମିଜମା କ୍ରୟ ବା ନୂତନ ଗୃହ ନିର୍ମାଣ କରିବେ । ଶତୃମାନେ ମଥାନତ କରିବେ । ମହିଳା ମାନେ କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବେ । ଖେଳାଳି ମାନେ ସତର୍କ ରହିବା ଆବଶ୍ୟକ

ପ୍ରତିକାର – ବଗଳାମୁଖିଙ୍କର ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :