• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Dec 2023: ପ୍ରେମିକ, ପ୍ରେମିକା ମାନଙ୍କ ପାଇଁ ସୁଖକର, ବିଦ୍ୟା କ୍ଷେତ୍ରରେ ପ୍ରଶଂସା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର, ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ, ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର

Cancer

କର୍କଟ

Monday 04 Dec 2023

ପୁନର୍ବସୁ- ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇପାରେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ବନ୍ଧୁ ମିତ୍ରଙ୍କ ସହ ହସ ଖୁସିର ବାତାବରଣ ସୃଷ୍ଟି ହେବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର‌୍ୟ୍ୟ କରିବେ ।

ପୁଷ୍ୟା- ସନ୍ତାନ ମାନଙ୍କର ସଫଳତା ଯୋଗୁଁ ମାନସିକ ସ୍ଥିତି ଭଲ ରହିବ । ବ୍ୟବସାୟରେ ନୂଆ ଶାଖା ଖୋଲିବା ପାଇଁ ଚେଷ୍ଟା କରିବେ । କର୍ମଚାରୀ ମାନେ ପରିଶ୍ରମର ଫଳ ପ୍ରାପ୍ତ କରିବେ

ଅଶ୍ଲେଷା- ଉଚ୍ଚ କର୍ମକର୍ତା ମାନେ ଆପଣଙ୍କ ଉପରେ ଖୁସି ହେବାର ଆଶା ଦେଖାଦେବ । ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ନାରୀମାନେ ଉଦର ପୀଡାରୁ ମୁକ୍ତି ପାଇବେ ।

ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :