• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Dec 2023: ପ୍ରେମିକ, ପ୍ରେମିକା ମାନଙ୍କ ପାଇଁ ସୁଖକର, ବିଦ୍ୟା କ୍ଷେତ୍ରରେ ପ୍ରଶଂସା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର, ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ, ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର

Leo

ସିଂହ

Monday 04 Dec 2023

ମଘା- ହଠାତ୍ ବାୟୁରୋଗ ଦେଖା ଦେଇପାରେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରି ପାରବେ ନାହିଁ। ସ୍ଥଗିତ ଥିବା କର୍ମଟି ପୂରଣ ହେବା ସହ ଆର୍ଥୀକ ସଙ୍କଟ ଦୂରେଇ ଯାଇପାରେ ।

ପୂ,ଫାଲଗୁନି- ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବା ଦ୍ୱାରା ବହୁତ ଲାଭ ମିଳିବ ଓ ଧନ ପ୍ରାପ୍ତି ହେବ । ଚାକିରି କ୍ଷେତ୍ରରେ ସୁନାମ ବୃଦ୍ଧି ଘଟିବ । ରାଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବେ ।

ଉ,ଫାଲଗୁନି- ଶିକ୍ଷାକ୍ଷେତ୍ରରେ ଉନ୍ନତି କରିବା ସହିତ ସାସ୍କୃତିକ କାର୍ଯ୍ୟରେ ଲୋକ ପ୍ରିୟତା ଅର୍ଜନ କରିବେ । ସାମାଜିକ ସଂସାର କାମରେ ସହଯୋଗ କରିବେ । ମହିଳା ମାନଙ୍କର ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ହେତୁକ ମନ ଉଦ୍ବିଗ୍ନ ରହିବ

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

 

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :