• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Dec 2023: ପ୍ରେମିକ, ପ୍ରେମିକା ମାନଙ୍କ ପାଇଁ ସୁଖକର, ବିଦ୍ୟା କ୍ଷେତ୍ରରେ ପ୍ରଶଂସା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର, ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ, ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର

Virgo

କନ୍ୟା

Monday 04 Dec 2023

ଉ,ଫଳଗୁନି- ଆପଣଙ୍କ ଆର୍ଥୀକ ସ୍ଥିତି ସୁଦୃଢ ରହିବ । ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ଉତମ ବୁଝାବଣା ମାଧ୍ୟମରେ ପରିବାରିକ ଜୀବନ ମଧୁମୟ ରହିବ

ହସ୍ତା- ନୂତନ ବ୍ୟବସାୟ ଆରମ୍ଭ କରିି , ମାତ୍ର ମୂଳଧନ ବିନିଯୋଗରେ ସାମାନ୍ୟ ଲାଭ ଦେଖାଦେବ । ରାଜନୀତି କ୍ଷେତ୍ରରେ ସମସ୍ୟା ସୁଧାର ନେବି । ଅନ୍ୟ ମନସ୍କ ହେତୁ ପାଠପଢାରେ ମନ ଲାଗିବ ନାହିଁ ।

ଚିତ୍ରା- ଖର୍ଚ୍ଚ ଅଟକଳ କ୍ଷେତ୍ରରେ ଅସମର୍ଥତା ପ୍ରକାଶ ପାଇବ । ମାଲିମକନ୍ଦମାରେ ଆପଷ ସମାଧାନର ରାସ୍ତା ଖୋଲିଯିବ । ମହିଳା ମାନଙ୍କର ସଂଗୀତ କ୍ଷେତ୍ରରେ ରୂଚି ରହିବ

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :