• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Dec 2023: ପ୍ରେମିକ, ପ୍ରେମିକା ମାନଙ୍କ ପାଇଁ ସୁଖକର, ବିଦ୍ୟା କ୍ଷେତ୍ରରେ ପ୍ରଶଂସା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର, ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ, ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର

Libra

ତୁଳା

Monday 04 Dec 2023

ଚିତ୍ରା- ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ ଆଦି ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ

ସ୍ୱାତୀ- ସମ୍ପର୍କୀୟ ମାନଙ୍କର ସାହାର୍ଯ୍ୟ ପାଇବା କାରଣରୁ ଆର୍ଥିକ ଉନ୍ନତି ପାଇପାରିବେ । ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ବଜାୟ ରହିବ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ ।

ବିଶାଖା-ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ । ବୈଜ୍ଞାନିକ ମାନେ ଗବେଷଣା କ୍ଷେତ୍ରରେ ଦୃତ ଅଗ୍ରଗତି କରିବେ ।

ପ୍ରତିକାର – ମହାଦେବଙ୍କର ଦର୍ଶନ ସହିତ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :