• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Dec 2023: ପ୍ରେମିକ, ପ୍ରେମିକା ମାନଙ୍କ ପାଇଁ ସୁଖକର, ବିଦ୍ୟା କ୍ଷେତ୍ରରେ ପ୍ରଶଂସା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର, ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ, ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର

Scorpio

ବିଛା

Monday 04 Dec 2023

ବିଶାଖା- ଶ୍ୱାସ ଓ ହୃଦ ରୋଗୀ ମାନେ ବିଶେଷ ସତର୍କତା ରହିବା ଦରକାର୍ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ, ଯିଏ ଆପଣଙ୍କ ନୂଆ କାମରେ ସାହାର‌୍ୟ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ

ଅନୁରାଧା- ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ବିଜ୍ଞାନ ଛାତ୍ରୀ ସଫଳତା ପାଇବେ । ରାଜନିତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ । ଟଙ୍କା ନିବେଶ କରିଲେ ଆଶାତୀତ ଲାଭ ପାଇବେ

ଜ୍ୟେଷ୍ଠା- ଚାକିରି କ୍ଷେତ୍ରରେ ସ୍ଥାନ ପରିବର୍ତନ ହେବା ସହ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମଖୀନ ହୋଇପାରନ୍ତି । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ମହିଳା ମାନେ ଟିକେ ମାନସିକ ଚାପରେ ରହିବେ

ପ୍ରତିକାର – ମା ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :