ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର, ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ, ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର
ମୂଳା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତୀ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଦାମ୍ପତ୍ୟ ଜୀବନରେ କିଛିଟା ବ୍ୟତିକ୍ରମ ଦେଖା ଦେଇପାରେ
ପୂ,ଷାଢା- ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ରାଜନୀତିଜ୍ଞ ମାନେ ଉଭୟ ସଂଗଠନ ଓ ଶାସନ କ୍ଷେତ୍ରରେ ସ୍ଥିତି ସାମାନ୍ୟ ଉନ୍ନତ ହେବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର୍ୟ୍ୟ ହେବେ
ଉ,ଷାଢା- ସମାଜ ସେବା କରିବାରେ ମନଭାବ ପୋଷଣ କରିବେ । ଗୃହ ନିର୍ମାଣ ବା ଯାନବାହ. ଭୂମି କ୍ରୟ କରି ପାରିବେ । ମହିଳା ମାନେ ସୁସ୍ୱାଦ ଭୋଜନ କରିବେ
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩