• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Dec 2023: ପ୍ରେମିକ, ପ୍ରେମିକା ମାନଙ୍କ ପାଇଁ ସୁଖକର, ବିଦ୍ୟା କ୍ଷେତ୍ରରେ ପ୍ରଶଂସା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର, ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ, ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର

Capricorn

ମକର

Monday 04 Dec 2023

ଉ,ଷାଢା- ହଠାତ୍ କୈାଣସି ରୋଗ ଦେଖା ଦେଇପାରେ । ପ୍ରେମ ମନ ଭାବନାରେ ହଠାତ୍ ଆଶୁଥିବା ପରିବର୍ତନ ଆପଣଙ୍କୁ ନିରାଶ କରିପାରେ । ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ

ଶ୍ରବଣା- ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ସାମାଜିକ କାର‌୍ୟ୍ୟରେ ଭାଗନେଇ ଗଠନ ମୂଳକ କାର‌୍ୟ୍ୟପାଇଁ ପ୍ରସ୍ତୁତି ଆରମ୍ଭ କରିବେ

ଧନିଷ୍ଠା- ସରକାରୀ କ୍ଷେତ୍ରରେ ମନୋନୀତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରେ । ଟଙ୍କା କାରବାରକୁ ନେଇ ଅନେକ ସୁବିଧା ପାଇବେ । ମହିଳା ମାନେ ଗୃହୋପକରଣ କ୍ରୟ କରିବେ ।

ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :