ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୪ ତାରିଖ ବୁଧବାର । ଚନ୍ଦ୍ର- ଧନୁ ରାତ୍ରି ୧୧.୧୯ ଗତେ ମକର । ତିଥି- ୩ୟା ଦିବା ୦୧.୧୦ ଗତେ ୪ର୍ଥୀ ।
ଧନିଷ୍ଠା- ପରିବାରରେ ଉତ୍ତମ ଯୋଜନାବଦ୍ଧ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଅନ୍ୟ ମାନଙ୍କ ପ୍ରତି ଆପଣଙ୍କ ବ୍ୟବହାର ଭଲ ରହିବା ଉଚିତ୍ । ସମାଜ ସେବାରେ ନିୟୋଜିତ ହୋଇପାରନ୍ତି ।
ଶତଭିଷା- ବ୍ୟବସାୟୀମାନେ କୌଶଳରେ କାର୍ଯ୍ୟ ହାସଲ କରିବେ । ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ । କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ ।
ପୂ,ଭାଦ୍ରପଦ- ସରକାରୀ ସାହାର୍ଯ୍ୟ ସହଯୋଗ ହାତଛଡା ହେବାକୁ ଦିଅନ୍ତୁ ନାହିଁ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ଚଳଚ୍ଚିତ୍ର ଆଦି କ୍ଷେତ୍ରରେ ବିଶେଷ ଲାଭବାନ୍ ହେବେ
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୪ ତାରିଖ ବୁଧବାର । ଚନ୍ଦ୍ର- ଧନୁ ରାତ୍ରି ୧୧.୧୯ ଗତେ ମକର । ତିଥି- ୩ୟା ଦିବା ୦୧.୧୦ ଗତେ ୪ର୍ଥୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ରାତ୍ରି ୧୧.୧୯ ଗତେ ସିଂହ ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ସନ୍ଧ୍ୟା ୦୫.୧୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।