• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଧନ ପ୍ରାପ୍ତିର ଯୋଗ ରହିଛି

ସୈାର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର ।ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି – ୧୪ଶୀ ରାତ୍ରି ୦୯.୩୦ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ- କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୯.୧୬ ଗତେ ୧ ପାଦ ।

Taurus

ବୃଷ

Saturday 04 Feb 2023

କୃତିକା- ନୂତନ କର୍ମ କରିବା ପାଇଁ ସୂବର୍ଣ୍ଣ ସୁଯୋଗ ପାଇବେ । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । କର୍ମତତ୍ପରତା କାରଣରୁ ଆଗେଇ ଚାଲିବେ । ଇଚ୍ଛା ପୂରଣ କରିବା ପ୍ରୟାସରେ ସଫଳ ହେବେ ।

ରୋହିଣୀ- ଛାତ୍ରିଙ୍କୁ ସହପାଠୀଙ୍କ ସହଯୋଗ ମିଳିବ । ଆର୍ଥିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ । ଦିନଚର‌୍ୟ୍ୟା ବହୁତ ଆଡମ୍ବର ପୂର୍ଣ୍ଣ ରହିପାରେ

ମୃଗଶିରା- ମହିଳା ବ୍ୟବସାୟୀ ଲାଗି ଦିନଟି ଶୁଭ ରହିବ । କୌଣସି କଥାକୁ ନେଇ ଟିକେ ଅଶାନ୍ତି ଦେଖାଦେଇ ପାରେ । ଅର୍ଥପାପ୍ତିର ସୁଯୋଗ ଲାଭ କରିପାରନ୍ତି । ଦେବା ଦେବୀଙ୍କ ପୂଜାରେ ମଗ୍ନ ରହିବେ ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :