• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଧନ ପ୍ରାପ୍ତିର ଯୋଗ ରହିଛି

ସୈାର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର ।ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି – ୧୪ଶୀ ରାତ୍ରି ୦୯.୩୦ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ- କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୯.୧୬ ଗତେ ୧ ପାଦ ।

Pisces

ମୀନ

Saturday 04 Feb 2023

ପୂ, ଭାଦ୍ରପଦ- ବ୍ୟବସାୟୀ ଆଶା ଜନକ ଫଳ ପାଇବେ । ମନ ଅଶାନ୍ତରୁ ମୁକ୍ତ ରହିବ । ମହତ୍ୱପୂର୍ଣ୍ଣ କଥା ଆଲୋଚନା କରିବେ । ଶତୃ ଯେତେ ସମସ୍ୟା ସୃଷ୍ଟି କରିବେ, ଆପଣଙ୍କର ସେତେ ଲାଭ ହେବ । ପରିବାର ଲୋକଙ୍କ ସହିତ ବାଦ ବିବାଦ ହୋଇପାରେ

ଉ, ଭାଦ୍ରପଦ- ଇଚ୍ଛା ପୂରଣ କରିବା ପ୍ରୟାସରେ ସଫଳ ହେବେ । ଛାତ୍ରିଙ୍କୁ ସହପାଠୀଙ୍କ ସହଯୋଗ ମିଳିବ । ମହିଳା ବ୍ୟବସାୟୀ ଲାଗି ଦିନଟି ଶୁଭ ରହିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ

ରେବତୀ- ଆପଣଙ୍କ ପରାକ୍ରମ ବଢିବ । ଅପ୍ରତ୍ୟାଶିତ ଧନ ପ୍ରାପ୍ତି ହୋଇପାରେ । ଗୃହିଣୀଙ୍କ ଠାରୁ ସହଯୋଗ ମିଳିବ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି ।

ପ୍ରତିକାର- ମାଆ ତାରାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :