ସୈାର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର ।ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି – ୧୪ଶୀ ରାତ୍ରି ୦୯.୩୦ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ- କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୯.୧୬ ଗତେ ୧ ପାଦ ।