• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଧନ ପ୍ରାପ୍ତିର ଯୋଗ ରହିଛି

ସୈାର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର ।ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି – ୧୪ଶୀ ରାତ୍ରି ୦୯.୩୦ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ- କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୯.୧୬ ଗତେ ୧ ପାଦ ।

Gemini

ମିଥୁନ

Saturday 04 Feb 2023

ମୃଗଶିରା- ମାନ,ସମ୍ମାନ, ସକଳ ଐଶ୍ୱର‌୍ୟ୍ୟର ଅଧିକାରୀ ହେବେ । ବ୍ୟବସାୟ କାମରେ ଦୂର ଜାଗାକୁ ଯିବେ । ନୂତନ ବନ୍ଧୁ ସଂପର୍କ ଯୋଡିବା ପାଇ ଚେଷ୍ଟା କରିବେ । ଚାକିରିରେ ପ୍ରମୋଶନ ମିଳିପାରେ । ମହିଳା ମାନେ ପରିବାରରେ ଗୁରୁ ଦାୟିତ୍ୱ ତୁଲାଇବେ

ଆଦ୍ରା- ଛାତ୍ରଛାତ୍ରି ମାନେ ପରିକ୍ଷାରେ ବହୁତ ଭଲ ରହିବେ । ପ୍ରତିବାଦର ସାମନା କରିବାକୁ ପଡିପାରେ । ବ୍ୟସ୍ତତା ଭିତରେ ସମୟ କାଟିବେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରାଚୁର୍ଯ୍ୟ ବୋଧ କରିବେ । ମହିଳା ମାନେ ଉଦାର ସ୍ୱଭାବର ରହିବେ

ପୁନର୍ବସୁ- କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି । ବିଶିଷ୍ଟ ବ୍ୟକ୍ତିମାନଙ୍କ ପରାମର୍ଶକ୍ରମେ ଆଜିର କାମ ଗୁଡିକୁ ସବୁ ଠିକ୍ଠିକ୍ ହୋଇଯିବ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :