• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଧନ ପ୍ରାପ୍ତିର ଯୋଗ ରହିଛି

ସୈାର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର ।ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି – ୧୪ଶୀ ରାତ୍ରି ୦୯.୩୦ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ- କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୯.୧୬ ଗତେ ୧ ପାଦ ।

Cancer

କର୍କଟ

Saturday 04 Feb 2023

ପୁନର୍ବସୁ- ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ । ନିଜ ଲୋକ ମାନେ ତାଙ୍କର ସ୍ୱାର୍ଥପାଇଁ ନିଜକୁ ଅସୁବିଧାରେ ପକାଇବା ପାଇଁ ଚେଷ୍ଟା କରିବେ । ପରିଶ୍ରମ ଅନୁସାରେ ଯଥେଷ୍ଟ ଲାଭ ପାଇବେ

ପୁଷ୍ୟା- ଦେବୀମାତାଙ୍କ ଧ୍ୟାନରେ , ମନରେ ସକାରତ୍ମକ ଶକ୍ତି ସଂଚାର ହେବ । ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତ ଆରମ୍ଭ କରିବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତି ପାଇବେ

ଅଶ୍ଳେଷା- ଦେବୀମାତାଙ୍କ ଧ୍ୟାନରେ , ମନରେ ସକାରତ୍ମକ ଶକ୍ତି ସଂଚାର ହେବ । ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତ ଆରମ୍ଭ କରିବେ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର‌୍ୟ୍ୟ ହେବେ

ପ୍ରତିକାର – ଜଳ ସ୍ରୋତରେ ଭାସୁଥିବା ମାଛଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :