• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଧନ ପ୍ରାପ୍ତିର ଯୋଗ ରହିଛି

ସୈାର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର ।ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି – ୧୪ଶୀ ରାତ୍ରି ୦୯.୩୦ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ- କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୯.୧୬ ଗତେ ୧ ପାଦ ।

Virgo

କନ୍ୟା

Saturday 04 Feb 2023

ଉ- ଫାଲ୍‌ଗୁନୀ- ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିବେ । ସମସ୍ତଙ୍କ ପ୍ରତି ଆପଣଙ୍କର ବ୍ୟବହାର ଭଲ ରହିବ । କାର‌୍ୟ୍ୟରେ ନୂଆ ଉପାୟ ପ୍ରୟୋଗ କରିବାକୁ ଚେଷ୍ଟା କରିବେ । ବ୍ୟବସାୟରେ ଆୟବ୍ୟୟ ସମାନ ରହିବ

ହସ୍ତା- ସଫଳତା ପାଇଁ ପ୍ରୟାସ ଜାରି ରଖନ୍ତୁ । ପିଲାମାନେ କର୍ମପଥରେ ଅଗ୍ରସର ହେବେ । କୃଷି କାର‌୍ୟ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଉତ୍ସାହ, ପ୍ରେରଣା ପାଇଁ ଦୁଃସାଧ୍ୟ କାର‌୍ୟ୍ୟ ସାଧନ କରିବେ ।

ଚିତ୍ରା- ଶିକ୍ଷାର୍ଥୀଙ୍କୁ ସକାରାତ୍ମକ ଫଳ ମିଳିବ । ବିବାହିତଙ୍କ ପାଇଁ ଦିନଟି ଶୁଭ ରହିବ । ମହିଳା ମାନେ ଆତ୍ମ ନିର୍ଭର ଶୀଳ ହେବେ । ଉପାର୍ଜନ ପାଇଁ ନୂଆ ପ୍ରସ୍ତୁତ ଯୋଜନା କରିବେ । ଉତମ ସମୟର ଲାଭ ଉଠାଇ ପାରିବେ

ପ୍ରତିକାର - ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :