• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଧନ ପ୍ରାପ୍ତିର ଯୋଗ ରହିଛି

ସୈାର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର ।ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି – ୧୪ଶୀ ରାତ୍ରି ୦୯.୩୦ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ- କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୯.୧୬ ଗତେ ୧ ପାଦ ।

Libra

ତୁଳା

Saturday 04 Feb 2023

ଚିତ୍ରା- ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ । ଦାମ୍ପତ୍ୟ ଜୀବନରେ ନୂଆ ଖୁସିର ଆଗମନ ହେବ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ସରକାରୀ ଚାକିରିଆଙ୍କ କାମରେ ଅଧିକାରୀ ଖୁସି ରହିବେ

ସ୍ୱାତୀ- ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । କାର‌୍ୟ୍ୟରେ ଭାଗ୍ୟର ସହଯୋଗ ପାଇବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ । ମାଲିମକଦ୍ଦମାରେ ଜୟଯୁକ୍ତ ହୋଇ ପାରନ୍ତି ।

ବିଶାଖା- ବିଦ୍ୟାର୍ଥୀଙ୍କ ମନ ଲେଖାପଢାରେ ଲାଗିବ । କାମରେ ନୂଆ ପ୍ରଦର୍ଶନ କରିବେ । ଧନ ପ୍ରାପ୍ତିର ଭଲ ଯୋଗ ରହିଛି । ଆପଣ ସକାରତ୍ମକ ରହିବେ । ମନରେ ନୂଆ ଆଶା ସୃଷ୍ଟି ହେବ

ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :