Daily Horoscope 4th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଧନ ପ୍ରାପ୍ତିର ଯୋଗ ରହିଛି
/odishatv-khabar/media/media_files/uploadimage/library/16_9/16_9_0/IMAGE_1675475159-482983.jpg)
ସୈାର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର ।ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି – ୧୪ଶୀ ରାତ୍ରି ୦୯.୩୦ ଗତେ ପୂର୍ଣ୍ଣିମା
ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ- କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୯.୧୬ ଗତେ ୧ ପାଦ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
