• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଧନ ପ୍ରାପ୍ତିର ଯୋଗ ରହିଛି

ସୈାର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର ।ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି – ୧୪ଶୀ ରାତ୍ରି ୦୯.୩୦ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ- କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୯.୧୬ ଗତେ ୧ ପାଦ ।

Sagittarius

ଧନୁ

Saturday 04 Feb 2023

ମୂଳା- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ଜଣେ ଅପରଚିତ ବ୍ୟକ୍ତିଙ୍କର ସାହାର‌୍ୟ୍ୟ ସହଯୋଗ ପାଇ ଅସମ୍ପୂର୍ଣ୍ଣ କାମଟିକୁ ସମ୍ପୂର୍ଣ୍ଣ କରିପାରନ୍ତି । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ଦେବୀମାତାଙ୍କ ପ୍ରତି ଆସ୍ଥା ବଢିବ

ପୂ, ଷାଢା- ଛାତ୍ର ମାନେ ମୈଳିକ ବୁ୍ଦ୍ଧିର ଉପଯୋଗ କରିବେ । ବାରମ୍ବାର ଚେଷ୍ଟା କରି କିଛିଟା ସୁଫଳ ପାଇବେ । ରାଜନୀତିରେ ବିରୋଧୀର ସମ୍ମୁଖୀନ ହେଲେ ମଧ୍ୟ ବିରୋଧି ପକ୍ଷ କିଛି କ୍ଷତି କରି ପାରିବେ ନାହିଁ ।

ଉ, ଷାଢା- ଅନ୍ୟ କାହାର ସହେଯାଗ ନପାଇଲେ ମଧ୍ୟ ଯେଉଁ କାର‌୍ୟ୍ୟ କରିବେ ତାହା ସୂଚାରୁ ରୂପେ କରି ପାରିବେ । କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ଭୁଲବୁଝାବଣା ହେତୁ ସମସ୍ୟା ବଢିପାରେ

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :