• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଧନ ପ୍ରାପ୍ତିର ଯୋଗ ରହିଛି

ସୈାର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର ।ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି – ୧୪ଶୀ ରାତ୍ରି ୦୯.୩୦ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ- କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୯.୧୬ ଗତେ ୧ ପାଦ ।

Capricorn

ମକର

Saturday 04 Feb 2023

ଉ, ଷାଢା- ଜୀବନରେ ଭାରାକ୍ରାନ୍ତ ମନ ଦେଇ ଗତି କର୍ମ ହେବ । ଚାକିରିରେ ଅପଦସ୍ତ ହୋଇପାରନ୍ତି । ଉପାର୍ଜନ ପାଇଁ ନୂଆ ପ୍ରସ୍ତୁତ ଯୋଜନା କରିବେ । କଠିନ ପରିଶ୍ରମର ଫଳ ପାଇ ପାରନ୍ତି । ଉତମ ସମୟର ଲାଭ ଉଠାଇ ପାରିବେ । ଅଫିସ କାମରେ ମନ୍ଥର ଗତିରେ ପୂରା ହେବ

ଶ୍ରବଣା- ବ୍ୟବସାୟରେ ଉତରୋତର ଉନ୍ନତି ରହିବ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ପାରିବାରିକ ଜୀବନରେ ଦିଗଭ୍ରନ୍ତା ଭଳି ପ୍ରଭାବ ଦେଖାଦେବ । ତୁମର ଦକ୍ଷତାକୁ ପୂର୍ଣ୍ଣ ଭାବରେ ବ୍ୟବହାର କରିବେ । ଶିକ୍ଷାର୍ଥୀଙ୍କୁ ସକାରାତ୍ମକ ଫଳ ମିଳିବ

ଧନିଷ୍ଠା- ସାରା ଦିନ କାମରେ ବ୍ୟସ୍ତ ରହିବେ । କାରବାରରେ ପୁଞି ଲଗାଇବା ପୂର୍ବରୁ ବଡଙ୍କ ସମ୍ମତି ନିଅନ୍ତୁ । ଆପଣଙ୍କ ବିଚାରକୁ ସକାରତ୍ମକ ରଖନ୍ତୁ । ଜମିକୁ ନେଇ ଲାଗିରହିଥିବା ବିବାଦ ସମାପ୍ତ ହେବ

ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :