ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର,ତିଥି- ୭ମୀ ରାତ୍ରି ୦୨.୩୧ ଗତେ ୮ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୨.୩୧ ଗତେ ୧ ପାଦ-କୃଷିହାନି-ଭୂମିଦାନ
ଧନିଷ୍ଠା- ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସକ୍ରମଣ ଦେଖାଦେଇପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସ୍ଥାରୁ ଧନର ଆଗମନ ହେବ
ଶତଭିଷା- ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି ।
ପୂ,ଭାଦ୍ରପଦ- ନୂତନ ଯାନବାହନ କିଣିପାରନ୍ତି । ରାସ୍ତା ଘାଟରେ ସାବଧାନତା ସହିତ ଯାତାୟତ କରନ୍ତୁ । ମହିଳା ମାନେ ଆଭୁଷଣ ପ୍ରିୟ ହେବେ ।
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮