ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର,ତିଥି- ୭ମୀ ରାତ୍ରି ୦୨.୩୧ ଗତେ ୮ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୨.୩୧ ଗତେ ୧ ପାଦ-କୃଷିହାନି-ଭୂମିଦାନ
ମୃଗଶିରା- ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।
ଆଦ୍ରା- ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ
ପୁନର୍ବସୁ- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ ।
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫