ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର,ତିଥି- ୭ମୀ ରାତ୍ରି ୦୨.୩୧ ଗତେ ୮ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୨.୩୧ ଗତେ ୧ ପାଦ-କୃଷିହାନି-ଭୂମିଦାନ
ଚିତ୍ରା- ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ ।
ସ୍ୱାତୀ- ରାଜନିତିରେ ଅନେକ ମହତ୍ୱପୂର୍ଣ୍ଣ ନିର୍ଣ୍ଣୟ ନେବେ ଯାହାକି ସମ୍ଭବ ହେବ ନାହିଁ । ଶିକ୍ଷାକ୍ଷେତ୍ରରେ ମନୋବାଞିତ ସ୍ଥାନରେ ପଢିବାର ସୁଯୋଗ ପାଇବେ । ବିଶେଷ ବ୍ୟକ୍ତିଙ୍କ ଠାରୁ ଶୁଭ ଖବର ପାଇବେ ।
ବିଶାଖା- ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬