ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର,ତିଥି- ୭ମୀ ରାତ୍ରି ୦୨.୩୧ ଗତେ ୮ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୨.୩୧ ଗତେ ୧ ପାଦ-କୃଷିହାନି-ଭୂମିଦାନ
ବିଶାଖା- ପ୍ରେମ ସମ୍ବନ୍ଧ ପ୍ରତି ଆପଣ ଅଧିକ ଯତ୍ନବାନ୍ ହେବେ । ଅଫିସ୍ରେ ଜରୁରୀ କାମରେ କର୍ମଚାରୀଙ୍କ ଠାରୁ ସାହାର୍ୟ୍ୟ ପାଇବେ । ଔଷଧ ସମ୍ପନ୍ଧୀୟ ବ୍ୟବସାୟ, ଖଣିଜ ସମ୍ପଦ ବ୍ୟବସାୟରୁ ଲାଭବାନ୍ ହେବେ ।
ଅନୁରାଧା- ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ । ରାଜନୀତିରେ ନିଜର ସଂଗଠନିକ ଦକ୍ଷତା ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ । ବିଦ୍ୟାର୍ଥୀ ମାନେ ପଢାପଢି ପ୍ରସନ୍ନ ରହିବେ ।
ଜ୍ୟେଷ୍ଠା- ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ । ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି ।
ପ୍ରତିକାର – ବିଦ୍ଧି ପୂର୍ବକ ଶିବ ପୂଜା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯